ଭୁବନେଶ୍ୱର, ସମ୍ବଲପୁରରେ ପ୍ରଶାସନ ପକ୍ଷରୁ ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍ନେଟ୍ ସେବା ବନ୍ଦ ଘୋଷଣା ହୋଇଛି। ସୋସିଆଲ୍ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି ।