ଭୁବନେଶ୍ୱର, ସମ୍ବଲପୁରରେ ପ୍ରଶାସନ ପକ୍ଷରୁ ଆଜି ପୁଣି ଥରେ ୨୪ ଘଣ୍ଟା ପାଇଁ ଇଣ୍ଟର୍ନେଟ୍ ସେବା ବନ୍ଦ ଘୋଷଣା ହୋଇଛି। ସୋସିଆଲ୍ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO