ଭୁବନେଶ୍ଵର,ଗତ କିଛି ଦିନ ହେଲା ରାଜ୍ୟରେ ଦିନ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଫଳରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅତିଷ୍ଠ ହୋଇପଡିଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀରେ ଦିନ ତାପମାତ୍ରା ୩୧.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 1, 2024