ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଉଦଘାଟନ କରିଛନ୍ତି । ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO