ଭୁବନେଶ୍ବର, ପବିତ୍ର ଇଦ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ସେ ଟ୍ୱିଟ କରି କହିଛନ୍ତି ଯେ , ଇଦ୍ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଆଲ୍ଲା ଆମ ଜୀବନରେ ସୁଖ, ସମୃଦ୍ଧି ଏବଂ ଶାନ୍ତି ଆଣନ୍ତୁ ଏବଂ ଆମକୁ ଦୟା ଏବଂ ପ୍ରେମ ପଥରେ ଆଗେଇ ନିଅନ୍ତୁ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO