ଭୁବନେଶ୍ବର, ପବିତ୍ର ଇଦ ଅବସରରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ନିଜର ଟୁଇଟରରେ ଲେଖିଛନ୍ତି, ଇଦର ଶୁଭ ଉତ୍ସବ ସମସ୍ତଙ୍କ ମଧ୍ୟରେ ଏକତା, ସୌହାର୍ଦ୍ଦ୍ୟ ଏବଂ ଶାନ୍ତିର ବିସ୍ତାର କରୁ।