ଭୁବନେଶ୍ବର, ପବିତ୍ର ଇଦ ଅବସରରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ନିଜର ଟୁଇଟରରେ ଲେଖିଛନ୍ତି, ଇଦର ଶୁଭ ଉତ୍ସବ ସମସ୍ତଙ୍କ ମଧ୍ୟରେ ଏକତା, ସୌହାର୍ଦ୍ଦ୍ୟ ଏବଂ ଶାନ୍ତିର ବିସ୍ତାର କରୁ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO