
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ ସୁପରଷ୍ଟାର ମିଥୁନ୍ ଚକ୍ରବର୍ତ୍ତୀ | ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ତାଙ୍କୁ ସେବାୟତମାନେ ସ୍ୱାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ ।ରତ୍ନସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ପରେ ବେଢା ପରିକ୍ରମା କରି ମିଥୁନ ମା ବିମଳା, ମା ଲକ୍ଷ୍ମୀ ଙ୍କ ସହ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ ।