ଭୁବନେଶ୍ୱର,୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯୩ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମୋଟ୍ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୩,୦୮୬କୁ ବୃଦ୍ଧି ପାଇଖିବାବେଳେ ଦିନକରେ ୩୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO