ଭୁବନେଶ୍ୱର, କଟକ ଜିଲ୍ଲା ବଡ଼ମ୍ବା ବ୍ଲକ କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ବିଲ୍ ପାସ କରିବା ପାଇଁ ଜଣେ ଠିକାଦାରଙ୍କଠୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାଯାଇଛି। ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁସାରେ ମହାତ୍ମା ଗାନ୍ଧୀ ନରେଗା ଯୋଜନାରେ ଏକ ଉନ୍ନୟନ କାମ ସହ ଜଡିଡ ମଷ୍ଟର ରୋଲକୁ ପାସ କରିବାକୁ ସେ ଲାଂଚ ନେଉଥିଲେ । ତାଙ୍କ ଘରୁ ଖାନତଲାସୀ ବେଳେ ଆଉ ତିନି ଲକ୍ଷ ଟଙ୍କା ମିଳିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଏହି ମାମଲାରେ ଜାଂଚ ଜାରୀ ରହିଛି ।
ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ: ଭିଜିଲାନ୍ସ ଜାଲରେ ପଡ଼ିଲେ କନିଷ୍ଠ ଯନ୍ତ୍ରୀ