ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରସିଦ୍ଧ ସାହିତ୍ୟିକ ମନୋଜ ଦାସଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବିଶିଷ୍ଟ କଥାକାର,କବି ତଥା ଔପନ୍ୟାସିକ ପଦ୍ମଭୂଷଣ ମନୋଜ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO