କୋରାଇ – କୋରାଇ ପୁଲିସ ଏକ କ୍ରିମିନାଲ କେଶର ୱାରେଂଟିକୁ ଧରି କୋର୍ଟ ଚାଲାଣ କରିଛି । କେଶ ନମ୍ବର ୫୩/୧୮ରେ ୱାରେଂଟି ଥିବା ପରମାନନ୍ଦପୁର ଗ୍ରାମର କାହ୍ନୁ ନାୟକଙ୍କ ପୁଅ ସୁଶାନ୍ତକୁ ବୁଧବାର ରାତ୍ରୀରେ ଗିରଫ କରିବା ପରେ ଆଜି କୋର୍ଟ ଚାଲାଣ କରାଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
