କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ପୁରୀ ର ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଭାବେ ଡ଼ଃ ଶରତ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଅତିରିକ୍ତ ଜିଲ୍ଲାପାଳ ଥିବା ଦିଲ୍ଲୀପ ମହାପାତ୍ର ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।ଡଃ ମହାପାତ୍ର ପୂର୍ବରୁ ଅବକାରୀ ବିଭାଗର ଯୁଗ୍ମ କମିଶନର ଭାବେ କାର୍ଯ୍ୟ ରତ ଥିଲେ।ସେହିପରି ଦିଲ୍ଲୀପ ମହାପାତ୍ର ଙ୍କ ର ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO