ଭୁବନେଶ୍ୱର, ଝାରସୁଗୁଡା ଉପନିର୍ବାଚନ ପାଇଁ ସୁନୀତା ବିଶ୍ୱାଳଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି ବିଜେଡି । ଝାରସୁଗୁଡାର ଲଇକେରା ଓ କିରିମିରା ବ୍ଲକ୍ ଦାୟିତ୍ୱରେ ରହିବେ ସୁନୀତା । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO