ଭୁବନେଶ୍ୱର, ଡକ୍ଟର ଅଜିତ କୁମାର ମହାନ୍ତିଙ୍କୁ ‘ଆଣବିକ ଶକ୍ତି ବିଭାଗ’ର ସଚିବ ଏବଂ ‘ଆଣବିକ ଶକ୍ତି କମିସନ୍’ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ପଟ୍ଟନାୟକ ଡ. ମହାନ୍ତିଙ୍କୁ ନୂତନ ଦାୟିତ୍ୱ ପାଇଁ ସଫଳତା କାମନା କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO