ବାଲେଶ୍ୱର, ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅଧିନ ସୋର-କୁପାରୀ ରାସ୍ତାର ତୁଟ ଛକ ନିକଟରେ ବେଆଇନ ଗୋରୁ ବୁଝେଇ ପିକଅପ ଓଲଟି ୪ଗୋରୁଙ୍କ ମୃତ୍ୟୁ ଘଟିଛି । ଏହି ମାମଲାରେ ଖଇରା ପୋଲିସର ତଦନ୍ତ ଜାରି ରଖିଛି ।
ମିଳିଥିବା ସୂଚନା ଅନୁସାରେ,ପିକଅପରେ ୮ଟି ଗୋରୁ ଥିବାବେଳ ଖଇରା ଦମକଳବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୋରୁଙ୍କୁ ଉଦ୍ଧାର କରିଥିବା ବେଳେ ସେଥିରୁ ୪ଟି ଗୋରୁଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO