![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ଵର, ଆଜି ଦିନ ୧୧ଟା ୩୦ ସୁଦ୍ଧା ରାଜ୍ୟର ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୩୪ ଡ଼ିଗ୍ରୀ ଏବଂ ଆଦ୍ରତା ୬୨ ପ୍ରତିଶତ ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।