ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ -‘ଅଲ୍ ଚିକି’ ଲିପିର ଉଦ୍ଭାବକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସାନ୍ତାଳୀ ସମାଜ ତଥା ଭାଷା ଓ ସାହିତ୍ୟର ଉନ୍ନତିରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କର କାଳଜୟୀ କୃତୀ କେବଳ ସାନ୍ତାଳୀ ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଚିରସ୍ମରଣୀୟ।
Related Stories
November 24, 2024
November 24, 2024