ବାରିପଦା, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦିନ ବାରିପଦାର ଶ୍ରୀରାମ ଚନ୍ଦ୍ର ଭଂଜଦେଓ ବିଶ୍ବବିଦ୍ୟାଳୟରେ ସମ୍ବେଦନଶୀଳ ଜନଜାତି ସଂପ୍ରଦାୟ ସହ ଭାବ ବିନିମୟ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମନ୍ତ୍ରୀ ପ୍ରଦୀପ ଅମାତ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ ।
Related Stories
November 24, 2024
November 24, 2024