ଭୁବନେଶ୍ୱର, ଏସଟିଏଫ ଚାକିରି କରାଇବା ନାଁରେ କୋଟିଏରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ କୃଷ୍ଣପ୍ରସାଦରୁ ଠକ ମନୋଜ ମାଝୀକୁ ଗିରଫ କରିଛି । ସେ ନିଜକୁ କ୍ରାଇମବ୍ରାଞ୍ଚ ଏବଂ ସ୍ପେଶାଲ ବ୍ରାଞ୍ଚ ଅଧିକାରୀ କହି ଠକୁଥିଲା
ମିଳିଥିବା ସୂଚନା ଅନୁସାରେ ସେ ପୁରୀ, ଖୋର୍ଦ୍ଧା ଓ କଟକର ବହୁ ପିଲାଙ୍କ ଠାରୁ ଠକିଥିବା ଅଭିଯୋ ରହିଛି । ଅଭିଯୁକ୍ତ ଘରୁ ପିଲାଙ୍କ ନକଲି ଆଇକାର୍ଡ ଓ ନକଲି ନିଯୁକ୍ତିପତ୍ର ଜବତ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO