ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୟନ୍ତୀ ଅବସରରେ ରବି ଠାକୁରଙ୍କୁ ଶ୍ରଦ୍ଧାଂଜଳି ଅର୍ପିତ କରିଛନ୍ତି । ସେ କହିଛନ୍ତି ଯେ ଜାତୀୟ ସଂଗୀତର ଲେଖକ, ପ୍ରସିଦ୍ଧ କବି, ଦାର୍ଶନିକ ଓ ନୋବେଲ ପୁରସ୍କାର ବିଜେତା ରବୀନ୍ଦ୍ର ନାଥ ଠାକୁରଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO