
ଭୁବନେଶ୍ୱର, ନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ପ୍ରଧାନମନ୍ତ୍ରୀ | ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମରେ ସେ ଯୋଗ ଦେଇ ପାରନ୍ତି । ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏ ନେଇ ସୂଚନା ଦେଇଛନ୍ତି ।