ଭୁବନେଶ୍ୱର, ଝାରସୁଗୁଡା ବିଧାନସଭା ଆସନ ପାଇଁ ମତଦାନ ପ୍ରକ୍ରିୟାରେ ସାମିଲ ହୋଇ ଏଥିରେ ମତ ଦାନ କରିବାକୁ ଭୋଟର ମାନଙ୍କୁ ଅପିଲ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ – ରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ସମସ୍ତ ଗୁରୁଜନ, ମାଆ ଭଉଣୀ ଓ ଯୁବ ବନ୍ଧୁମାନେ ଭୋଟ୍ ଦିଅନ୍ତୁ । ଝାରସୁଗୁଡାରେ ଶାନ୍ତି ଓ ସୁଶାସନ ପାଇଁ ମତଦାନ ଦେବାକୁ ନିବେଦନ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO