ଭୁବନେଶ୍ୱର, ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ପୁଣି ଜଣେ ବୟସ୍କ ମହିଳାଙ୍କ ଜୀବନ ଚାଲି ଯାଇଛି । ମୃତକ ଜଣକ ହେଉଛନ୍ତି ଜାମୁଣ୍ଡା ଗ୍ରାମର ବୈଦେହୀ ପ୍ରଧାନ(୬୮) । ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଅଘଟଣ ଘଟିଛି । ବନାଞ୍ଚଳ ଅଧିକାରୀ ଘଟଣାର ତଦନ୍ତ କରୁଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO