ପୁରୀ, ଆଜି ପୂର୍ବାହ୍ନରେ ଜହ୍ନିକୁଦାରୁ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ସାତପଡ଼ା ଅଭିମୁଖେ ଯାଉଥିବା ବେଳେ ଏକ ମୋଟର ବୋଟ୍ ଚିଲିକା ମଝିରେ ଫସିଛି । ପାଣି ଭିତରେ ପାଖାପାଖି ୪ କି.ମି. ଯିବାପରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଡ଼ଙ୍ଗାଟି ଅଟକି ଥିବାର ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO