ଭଦ୍ରକ, ଭଦ୍ରକ ନଳାଙ୍ଗ ପେଟ୍ରୋଲ ପମ୍ପ ନିକଟରେ ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଅଜଣା ଗାଡି । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।