ଭୁବନେଶ୍ୱର, ଗ୍ୟାଙ୍ଗଷ୍ଟର ରହୁଥିବା ଜେଲ ମାନଙ୍କରେ ସୁରକ୍ଷା ବଢାଯିବ । ଜେଲରେ କର୍ମଚାରୀ ବଡି କ୍ୟାମେରା ପିନ୍ଧିବେ । ଝାରପଡା ଓ ଚୌଦ୍ବାର ପରେ ଆଉ ୭ଟି ଜେଲକୁ ବଡି କ୍ୟାମେରା ମିଳିବ । ପ୍ରଥମ ପର୍ଯ୍ୟାୟରେ ଝାରପଡା ଓ ଚୌଦ୍ବାରକୁ ୨୦ଟି କ୍ୟାମେରା ମିଳିଥିଲା । ବ୍ରହ୍ମପୁର, ସମ୍ବଲପୁର, କେନ୍ଦ୍ରାପଡା, ବାଲେଶ୍ବର, ଝାରସୁଗୁଡା, ସୁନ୍ଦରଗଡ଼ ଓ କୋରାପୁଟରେ ଏଭଳି ବ୍ୟବସ୍ଥା କରାଯିବ । ଏହି ସୂଚନା ଦେଇଛନ୍ତି ଜେଲ୍ ଡିଜି ମନୋଜା ଛାବ୍ରା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO