
ଗଞ୍ଜାମ, ଗଞ୍ଜାମ ଜିଲ୍ଲା ହେଣ୍ଡବଲ୍ ଆସୋସିଏସନ ତରଫରୁ ଆୟୋଜିତ ହେଣ୍ଡବଲ ସମର କ୍ୟାମ୍ପରେ ଯୋଗଦେଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳାଇ, ଡେପୁଟି ମେୟର ବିବେକ ରେଡ୍ଡୀ କର୍ପୋରେଟର ଦୁର୍ଗା ଲାୟକ, ପୂର୍ବତନ କର୍ପୋରେଟର ଅଶୋକ ଶୁକ୍ଲା ପ୍ରମୁଖ ଯୋଗଦେଇ ଥିଲେ । ଏହି ଅବସରରେ ଅତିଥି ମାନେ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ ।