ଗଞ୍ଜାମ, ଗଞ୍ଜାମ ଜିଲ୍ଲା ହେଣ୍ଡବଲ୍ ଆସୋସିଏସନ ତରଫରୁ ଆୟୋଜିତ ହେଣ୍ଡବଲ ସମର କ୍ୟାମ୍ପରେ ଯୋଗଦେଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳାଇ, ଡେପୁଟି ମେୟର ବିବେକ ରେଡ୍ଡୀ କର୍ପୋରେଟର ଦୁର୍ଗା ଲାୟକ, ପୂର୍ବତନ କର୍ପୋରେଟର ଅଶୋକ ଶୁକ୍ଲା ପ୍ରମୁଖ ଯୋଗଦେଇ ଥିଲେ । ଏହି ଅବସରରେ ଅତିଥି ମାନେ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO