ଭୁବନେଶ୍ୱର, ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧିନ ୧୬ନଂ ଜାତୀୟ ରାଜପଥ ମୁରୁଣା ଛକ ନିକଟରେ ବେଆଇନ ଗୋରୁ ବୋଝେଇ ଟାଟା ଏସିଇ ଗାଡିକୁ ଅଟକ ରଖି ସ୍ଥାନୀୟ ବାସିନ୍ଦା ପୋଲିସ ଜିମା ଦେଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ ଗାଡ଼ିରେ ୭ଟି ଗୋରୁ ଥିବାବେଳେ ଗୋରୁଙ୍କୁ ମଇତାପୁର ଗୋଶାଳାରେ ଛଡ଼ାଯାଇଛି । ଅନ୍ୟପଟେ ପୋଲିସ ଗାଡ଼ିଟିକୁ ଜବତ କରିବା ସହିତ ଗାଡ଼ି ଚାଳକକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO