କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ଶ୍ରୀମନ୍ଦିରରେ ବୁଧବାର ତା୧୭.୫.୨୦୨୩ ରିଖ ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସାନ୍ଧ୍ୟ ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି |
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO