ଭୁବନେଶ୍ୱର, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଦିନ ବିଜେପିର ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି । ଶ୍ରୀ ସାମଲ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO