ଭଦ୍ରକ, ଭଦ୍ରକ ବ୍ଲକ ଅଧିନସ୍ଥ ଚରମ୍ପା ପଞ୍ଚାୟତର ଶ୍ରୀରାମ 16 ବର୍ଷୀୟ ଚନ୍ଦନ ମହାପାତ୍ର ଗାଧୋଉଥିବା ବେଳେ ପୋଖରୀରେ ବୁଡି ମୃତ୍ୟୁବରଣ କରିଥିବା ଜଣା ପଡିଛି । ଗତକାଲି ସେ ମେଟ୍ରିକ ପରୀକ୍ଷାରେ 519 ନଂ ରଖି ପାସ କରିଥିଲେ । ତାଙ୍କର ମୃତ୍ୟୁ ପରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO