ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର ବାର୍ତା ପରିପ୍ରେକ୍ଷୀରେ ଆଜି ଜାପାନରେ ଭିଏତନାମର ପ୍ରଧାନମନ୍ତ୍ରୀ ଫାମ ମିହ୍ନ ଚିହ୍ନଙ୍କୁ ଭେଟିଛନ୍ତି ।
ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗଚୀ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଏହି ଦ୍ଵିପାକ୍ଷିକ କଥାବାର୍ତା ସମୟରେ କ୍ଷେତ୍ରୀୟ ଘଟଣାକ୍ରମ, ଆସିୟାନ ଏବଂ ହିନ୍ଦ-ପ୍ରଶାନ୍ତ ସହଯୋଗ ଉପରେ ଚର୍ଚ୍ଚା ହୋଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO