ଭୁବନେଶ୍ଵର, ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ଵରରେ ୩୩.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024