କ୍ଵେଟା, ପାକିସ୍ତାନର ଅଶାନ୍ତ ବାଲୋଚିସ୍ତାନ ପ୍ରାନ୍ତର ଜରଘୁନ ଅଂଚଳରେ ଆତଙ୍କବାଦୀ ମାନେ ଏକ ସୁରକ୍ଷା ଚୌକକୁ ଟାର୍ଗେଟ୍ କରିଛନ୍ତି । ଶନିବାର ଆତଙ୍କବାଦୀଙ୍କ ଦ୍ଵାରା ହୋଇଥିବା ଏହି ଆକ୍ରମଣରେ ତିନି ଜଣ ସୈନିକଙ୍କ ମୃତ୍ୟୁ ଘଟିଛି । ଏବଂ ଜଣେ ଆତଙ୍କବାଦୀ ନିହତ ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO