ଭୁବନେଶ୍ବର , ସୋମବାର ଦିନ ସକାଳେ ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ଏଥିପାଇଁ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆବଶ୍ୟକ ପ୍ରସ୍ତୁତି ଶେଷ ହୋଇଛି। ଆଜି ସକାଳ 9.50ରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO