ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବନସ କମ୍ପ୍ଲେକ୍ସ- ବଦରପୁରା ସ୍ଥିତ ମହୁ ପ୍ରୟୋଗଶାଳାକୁ ପ୍ରଶଂସା କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଯେତେବେଳେ ନବସୃଜନ କଥା ଆସେ, @banasdairy1969 ସବୁବେଳେ ଆଗରେ ରହିଥାଏ । ମଧୁର ବିପ୍ଳବରେ ଭାରତକୁ ଆଗେଇ ନେବା ପାଇଁ ନିଆଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଦେଖି ଖୁସି ଲାଗିଲା । ମହୁ ପ୍ରୟୋଗଶାଳା ଏ କ୍ଷେତ୍ରରେ ବେଶ ଲାଭଦାୟକ ହେବ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO