ଭବାନୀପାଟଣା, ଜୟପାଟଣା କଲୋନୀ ପଡ଼ାର ଏକ ନାଳ ରୁ ମହିଳାଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ମହିଳାଙ୍କ ମୃତ୍ୟୁ କିପରି ହୋଇଛି ସେ ବିଷୟରେ କିଛି ସ୍ପଷ୍ଟ ହୋଇ ନାହିଁ । ଏହା ଏକ ସୁକଳ୍ପିତ ହତ୍ୟା ନା ଆତ୍ମହତ୍ୟା ତାହା ସନ୍ଦେହଘେର ରହିଛି । ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO