ଭୁବନେଶ୍ୱର,କେନ୍ଦ୍ରାପଡ଼ା ଜିଲ୍ଲା ଆଳି ନୂଆବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କ୍ଲଥଷ୍ଟୋରରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର କପଡ଼ା ଜଳି ଯାଇଛି । ସୂଚନା ମିଳିବା ପରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
ମିଳିଥିବା ସୂଚନା ଅନୁସାରେ ଆଜି ସକାଳୁ ସକାଳୁ ନୂଆବଜାରରେ ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ଦମକଳବାହିନୀକୁ ଖବର ଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO