ବାରିପଦା, ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ବନ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ଦୁଇ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ଦୁଇଟି ଗୁଳିଭର୍ତି ବନ୍ଧୁକ ଜବତ ହୋଇଛି । ସେମାନଙ୍କ ନିକଟରୁ ବଜ୍ରକାପ୍ତା କାତି ଓ ଜଙ୍ଗଲି ଯନ୍ତୁଙ୍କ ମାଂସ ଜବତ ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO