ଭୁବନେଶ୍ୱର, ଶିମିଳିପାଳ ଜଙ୍ଗଲରେ ଶୀକାରୀଙ୍କୁ ଗୁଳିରେ ଶହୀଦ ହୋଇଥିବା ବନ ରକ୍ଷୀଙ୍କ ପରିବାରକୁ ଭେଟିଛନ୍ତି ପିସିସିଏଫ ଶୁଶୀଲ କୁମାର ପୋପଲି । ସେ ପରିବାର ବର୍ଗଙ୍କୁ ଭେଟି ସାନ୍ତ୍ୱନା ଦେବା ସହ ଅଧିକରୁ ଅଧିକ ଅନୁକମ୍ପା ରାଶି ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO