ଭୁବନେଶ୍ୱର, ଗତକାଲି ହୋଇଥିବା କାଳ ବୈଶାଖୀକୁ ନେଇ ସବୁ ଜିଲ୍ଲାପାଳଙ୍କୁ ରିପୋର୍ଟ ମଗାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି ।
ସାମ୍ବାଦିକ ମାନଙ୍କର ଏ ସମ୍ପର୍କିତ ପ୍ରଶ୍ନର ଉତ୍ତରେ ସେ ସହିଛନ୍ତି ଯେ ସେମାନେ ରିପୋର୍ଟ ମଧ୍ୟ ଦେଇ ସାରିଲେଣି । ଖୁବଶୀଘ୍ର କ୍ଷୟକ୍ଷତି ରିପୋର୍ଟ ପ୍ରକାଶ କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO