ଭବାନୀପାଟଣା, କଳାହାଣ୍ଡି ଜିଲ୍ଲାର ଜୟପାଟଣା ହାତୀ ବ୍ୟରେଜ୍ କଲେଜ ରୋଡ଼ ନିକଟରେ ମର୍ମନ୍ତୁଦ ସଡ଼କ ଦୁ୍ଘଟଣା ଘଟିଛି । ଦୁଇବାଇକ ମଧ୍ୟରେ ମୁହା ମୁଁହି ଧକ୍କା ହୋଇଛି । ଦୁଇ ବାଇକ୍ ଆରୋହୀଙ୍କ ଆବସ୍ଥା ସଙ୍କଟାପନ୍ନ ଥିବା ବେଳେ ସେମାନଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO