ଗଞ୍ଜାମ, ବ୍ରହ୍ମପୁର ଶ୍ରମ ଜିଲ୍ଲା ଅଧୀନରେ ସର୍ବମୋଟ ୧ ଲକ୍ଷ ୪୧ ହଜାର ୪୦୮ ଜଣ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଥିବା ବେଳେ ଗତ ତିନି ଆର୍ଥିକ ବର୍ଷ ମଧ୍ୟରେ ୩୬ ହଜାର ୬୧୧ ଜଣ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଛନ୍ତି । ବ୍ରହ୍ମପୁର ଶ୍ରମ ଜିଲ୍ଲା କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO