କେନ୍ଦୁଝର, ଚମ୍ପୁଆ ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଯୋଡ଼ା ସ୍ଥିତ ଘରେ ଆଜି ଆୟକର ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି । ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ଉ କରାଯାଇଛି । ତାଙ୍କ ଘର ଓ କାର୍ଯ୍ୟାଳୟରେ ଆୟକର ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି । ତେବେ ଏନେଇ ଜିତୁ ପଟ୍ଟନାୟକଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
ଏଠାରେ ଉଲ୍ଲେଖଯୋଗ୍ୟ, ଜିତୁ ପଟ୍ଟନାୟକ ଖଣି ବ୍ୟବସାୟ ସହିତ ସମ୍ପୃକ୍ତ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO