ନୂଆପଡ଼ା, ନୂଆପଡ଼ା ବନ ବିଭାଗ ରେଞ୍ଜ୍ କୁକୁଡ଼ାଟାଲ ଗାଁରେ ପୁଣି ଥରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ମୁଷୁରଙ୍ଗା ସଂରକ୍ଷିତ ଜଙ୍ଗଲରେ ଏକ କଲରାପତରିଆ ବାଘର ଫଟୋ କଏଦ୍ ହୋଇଛି । ତେବେ ଏଥିରେ କେହି ଭୟଭିତ ନହେବାକୁ ଗ୍ରାମବାସୀଙ୍କୁ ସଚେତନ କରିଛନ୍ତି ବନ କର୍ମଚାରୀ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO