ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଷ୍କର ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ଦେଶବାସୀଙ୍କ କଲ୍ୟାଣ କାମନା କରି ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପୁଷ୍କରରେ ଭଗବାନ ବ୍ରହ୍ମାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ଓ ଦିବ୍ୟ ଦର୍ଶନର ସୌଭାଗ୍ୟ ପ୍ରାପ୍ତ ହେଲା । ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଓ କଲ୍ୟାଣ କାମନା କଲି ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO