ଭୁବନେଶ୍ୱର, ଆଜି ପୁରୀ-ପାଟନା ବୈଦ୍ୟନାଥ ଏକ୍ସପ୍ରେସ୍ ଓ ଖୋର୍ଦ୍ଧା-ଖଡ଼ଗପୁର ଏକ୍ସପ୍ରେସ୍ ବାତିଲ କରାଯାଇଛି । ରେଳବାଇ ପକ୍ଷରୁ ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । ରେକ୍ ଅନୁପଲବ୍ଧତା କାରଣରୁ ଏହି ଦୁଇ ଟ୍ରେନକୁ ରଦ୍ଦ କରାଯାଇଥିବା ନେଇ ରେଳବାଇ ପକ୍ଷରୁ ପ୍ରକାଶ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO