
ଭୁବନେଶ୍ୱର, ଆଜି ଦିନ ୧୧ ଟା ୩୦ ସୁଦ୍ଧା ସମ୍ବଲପୁରରେ ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରା ଯାଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଝାରସୁଗୁଡାରେ ୪୦.୬ ଡ଼ିଗ୍ରୀ. ହୀରାକୁଦ, ୩୯.୮,ଭୁବନେଶ୍ୱରରେ ୩୯ ଡ଼ିଗ୍ରୀ, ବାଲେଶ୍ୱରରେ ୩୮.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୮ ଡ଼ିଗ୍ରୀ, ଗୋପାଳପୁରରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ପୁରୀରେ ୩୫.୮ ଡ଼ିଗ୍ରୀ
ପାରାଦୀପରେ ୩୪.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରା ଯାଇଛି ।